ଫିଲିପାଇନ୍ସରେ ତାଣ୍ଡବ ରଚିଲା ଘୂର୍ଣ୍ଣିଝଡ଼ ଟ୍ରାମି।
ଦିଲ୍ଲୀ :ପ୍ରବଳ ବର୍ଷା ସହ ପବନ ହୋଇଛି। ଘୂର୍ଣ୍ଣିଝଡ଼ ପରେ ଏଠି ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ୧୩୮ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୪୦ ଜଣ ନିଖୋଜ ଅଛନ୍ତି। କେବଳ ସେତିକି ନୁହେଁ ଭୂସ୍ଖଳନ ମଧ୍ୟ ହୋଇଛି। ଏଥିଯୋଗୁ ଅନେକ ଘର କ୍ଷତିଗ୍ରସ୍ତ ହୋଇଛି।
