କ୍ୟାଲସିୟମ, ଭିଟାମିନ ଡି୩ ସପ୍ଲିମେଣ୍ଟ, ମଧୁମେହ ଓ ଉଚ୍ଚ ରକ୍ତଚାପ ପାଇଁ ଲୋକମାନେ ବ୍ୟବହାର କରୁଥିବା ୫୩ଟି ଔଷଧ ଗୁଣବତ୍ତା ମାନ ଯାଞ୍ଚ ବେଳେ ଫେଲ ମାରିଛନ୍ତି। ଭାରତୀୟ ଔଷଧ ପ୍ରାଧିକରଣ ଦ୍ୱାରା କରାଯାଇଥିବା ମାନ ଯାଞ୍ଚ ବେଳେ ଏପରି ତଥ୍ୟ ସାମ୍ନାକୁ ଆସିଛି। ଏହି ତଥ୍ୟ ପରେ ଲୋକମାନେ ନିଜର ସୁରକ୍ଷାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି।
Related Posts
ଓଡ଼ିଶା ରାଜ୍ୟ ଦକ୍ଷତା ଓ ସହାୟକ ଅଭିବୃଦ୍ଧି ନୀତି ସମ୍ପର୍କିତ ୨ୟ ଉଚ୍ଚସ୍ତରୀୟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ
ଓଡ଼ିଶା ରାଜ୍ୟ ଦକ୍ଷତା ଓ ସହାୟକ ଅଭିବୃଦ୍ଧି ନୀତି ସମ୍ପର୍କିତ ୨ୟ ଉଚ୍ଚସ୍ତରୀୟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଦକ୍ଷତା ଓ ସହାୟକ…
ନୁଆଗଡ ରଷିଶୃଙ୍ଗ ମହୋତ୍ସବ ଉଦଯାପନୀ ଉତ୍ସବରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ
ନୁଆଗଡ ରଷିଶୃଙ୍ଗ ମହୋତ୍ସବ ଉଦଯାପନୀ ଉତ୍ସବରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ ଆର,ଉଦୟଗିରି(ମନୋଜ କୁମାର ପାଢୀ)-ଗଜପତି ଜିଲ୍ଲାରେ ନୁଆଗଡ ସଦର ମହକୁମା ସ୍ତିତ ମିନି ଷ୍ଟାଡିୟମରେ ମହୋତ୍ସବ…
୩୦ ପରବାର ଜ୍ଜରରେ ଆକ୍ରାନ୍ତ
୩୦ ପରବାର ଜ୍ଜରରେ ଆକ୍ରାନ୍ତ ଆର,ଉଦୟଗିରି(ମନୋଜ କୁମାର ପାଢୀ)- ମୋହନା ବ୍ଳକ ବିରିକୋଟ ଗାଁରେ ୩୦ ପରିବାର ଜ୍ଜରରେ ଆକ୍ରାନ୍ତ ହୋଇଛନ୍ତି । ଗାଁର ୯ ରୁ…