କ୍ୟାଲସିୟମ, ଭିଟାମିନ ଡି୩ ସପ୍ଲିମେଣ୍ଟ, ମଧୁମେହ ଓ ଉଚ୍ଚ ରକ୍ତଚାପ ପାଇଁ ଲୋକମାନେ ବ୍ୟବହାର କରୁଥିବା ୫୩ଟି ଔଷଧ ଗୁଣବତ୍ତା ମାନ ଯାଞ୍ଚ ବେଳେ ଫେଲ ମାରିଛନ୍ତି। ଭାରତୀୟ ଔଷଧ ପ୍ରାଧିକରଣ ଦ୍ୱାରା କରାଯାଇଥିବା ମାନ ଯାଞ୍ଚ ବେଳେ ଏପରି ତଥ୍ୟ ସାମ୍ନାକୁ ଆସିଛି। ଏହି ତଥ୍ୟ ପରେ ଲୋକମାନେ ନିଜର ସୁରକ୍ଷାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି।
Related Posts
ପୂର୍ବତନ ମନ୍ତ୍ରୀ ସମୀର ଦେ’ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ପୂର୍ବତନ ମନ୍ତ୍ରୀ ସମୀର ଦେ’ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ସମୀର ଦେ’ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ…
ଓଡିଶାରେ ବନ୍ୟା ସ୍ଥିତି ନାହିଁ
ଓଡିଶାରେ ବନ୍ୟା ସ୍ଥିତି ନାହିଁ ଭୁବନେଶ୍ୱର: ଓଡିଶା ପାଇଁ କୌଣସି ବନ୍ୟା ପରିସ୍ଥିତି ନାହିଁ। ଜଳସେଚନ ବିଭାଗର ମୁଖ୍ୟ ଯନ୍ତ୍ରୀ ଭକ୍ତ ରଂଜନ ମହାନ୍ତି ଏହା ସୂଚନା…
ମୋହନା ଠାରେ ସଫେଇ ମିତ୍ର ସୁରକ୍ଷା ଶିବିର ଅନୁଷ୍ଠିତ ।
ମୋହନା ଠାରେ ସଫେଇ ମିତ୍ର ସୁରକ୍ଷା ଶିବିର ଅନୁଷ୍ଠିତ । ଆର,ଉଦ଼ଗିରି(ମନୋଜ କୁମାର ପାଢୀ) – ମୋହନା କଲ୍ୟାଣ ମଣ୍ଡପ ଠାରେ ଆଜି ସ୍ୱଚ୍ଛତା ହିଁ ସେବା…