୯ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟ୍ ମଞ୍ଜୁରୀ
ଭୁବନେଶ୍ୱର: ଓଡ଼ିଶା କ୍ୟାବିନେଟ୍ରେ ବିଭିନ୍ନ ବିଭାଗର ୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି।ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ପାଇଁ ୮୭୪.୧୪ କୋଟି ମଞ୍ଜୁର ହୋଇଛି।ପିଏମ୍ ସୂର୍ଯ୍ୟଘର ଯୋଜନାରେ ସୋଲାର ଲଗାଇଲେ ମିଳିବ ସହାୟତା।୧ କିଲୋୱାଟ୍ ସୋଲାର ଲାଗି ରାଜ୍ୟ ଦେବ ଅତିରିକ୍ତ ୨୫ ହଜାର ଟଙ୍କା।କେନ୍ଦ୍ରର ୩୦ ହଜାର ସବସିଡ୍ ବାଦ୍ ରାଜ୍ୟ ସରକାର ୨୫ ହଜାର ଦେବେ।୩ କିଲୋୱାଟ୍ ସୋଲାର ଲଗାଇଲେ ରାଜ୍ୟ ଦେବ ମୋଟ ୬୦ ହଜାର ଟଙ୍କା।ସୋଲାର ଲଗାଇଲେ ମିଳିବ ସବସିଡ୍।ପିଏମ୍ ସୂର୍ଯ୍ୟଘର ଯୋଜନାରେ ସୋଲାର ଲଗାଇଲେ ମିଳିବ ସହାୟତା।କିଲୋୱାଟ୍ ପିଛା ରାଜ୍ୟ ସରକାର ଦେବ ୨୫ ହଜାର।୩ କିଲୋୱାଟ୍ ସୋଲାର ଲଗାଇଲେ ରାଜ୍ୟ ଦେବ ଆଉ ୧୦ ହଜାର।’ସୁଭଦ୍ରା’ ଯୋଜନା ଆବେଦନକୁ ନେଇ ରାଜ୍ୟ କ୍ୟାବିନେଟ୍ ବଡ଼ ନିଷ୍ପତ୍ତି ନେଇଛି।୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ‘ସୁଭଦ୍ରା’ ଆବେଦନ କରିଥିଲେ ୨ଟି କିସ୍ତି ମିଳିବ।ମାର୍ଚ୍ଚ ସୁଦ୍ଧା ଆବେଦନ କରିଥିଲେ ଏକକାଳୀନ ୨ଟି କିସ୍ତି ପାଇବେ।