ନୂଆଦିଲ୍ଲୀ: ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି ଭୂମିକମ୍ପ। ଶୁକ୍ରବାର ସକାଳେ ମିଆଁମାରରେ ଦୁଇଟି ବଡ଼ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଆମେରିକାର ଭୂତତ୍ତ୍ୱ ସର୍ଭେ (ୟୁଏସଜିଏସ) ଏହାର ତୀବ୍ରତା ୭.୫ ହେବ ବୋଲି ଆକଳନ କରିଛି। ଏହା ସହ ଦ୍ୱିତୀୟ ଭୂମିକମ୍ପର ତୀବ୍ରତା ୭.୦ ଥିଲା ବୋଲି ସାମ୍ନାକୁ ଆସିଛି। ଭୂମିକମ୍ପରେ ଥାଇଲ୍ୟାଣ୍ଡ ମଧ୍ୟ ଥରି ଉଠିଛି। ଏଠାରେ ମଧ୍ୟ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡ଼ିଛି।

By admin

Leave a Reply

Your email address will not be published. Required fields are marked *