ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ନିଜର ଅସୀମ ତ୍ୟାଗ ପାଇଁ ବିନମ୍ର ଶ୍ରଦ୍ଧାଞ୍ଜଳି’- ‘ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବଢ଼ାଇଥିବା ମହାପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି’- ‘ଆସନ୍ତୁ ସୁସ୍ଥ ଓ ବିକଶିତ ଓଡ଼ିଶା ଗଠନ କରିବାର ସଂକଳ୍ପକୁ ଆହୁରି ଦୃଢ଼ କରିବା’
