ଗଞ୍ଜାମ ଜିଲ୍ଲା ପାଲିବନ୍ଧ ପଞ୍ଚାୟତର ଗୋଟିଏ ପରିବାରର ୩ଜଣ ବିଷ ଖାଇ ଜୀବନ ହାରିଲେ। ଗୁରୁତର ଅବସ୍ଥାରେ ମାଆ, ଝିଅ ଓ ପୁଅକୁ ଗ୍ରାମବାସୀ ଏମକେସିଜିକୁ ସ୍ଥାନାନ୍ତର କରିଥିଲେ। ହସ୍ପିଟାଲରେ ଡାକ୍ତର ଜଣଙ୍କ ପରେ ଜଣଙ୍କୁ ମୃତ ଘୋଷଣା କରିଛନ୍ତି। ଏଭଳି କରିବା ପଛରେ କାରଣ ଅସ୍ପଷ୍ଟ ରହିଛି।