ଭାରତର ତିନି ସେନାକୁ ସଂପୂର୍ଣ୍ଣ ସ୍ବାଧୀନତା ଦିଆଯାଇଛି ।

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ମୋଦୀଙ୍କ ବାସଭବନରେ ମଙ୍ଗଳବାର ସଂଧ୍ୟାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକ ଶେଷ ହୋଇଛି। ପାକିସ୍ତାନକୁ ଜବାବ ଦେବାକୁ ଏହି ବୈଠକରେ ଭାରତର ତିନି ସେନାକୁ ସଂପୂର୍ଣ୍ଣ ସ୍ବାଧୀନତା ଦିଆଯାଇଛି । ସେନା ଆକ୍ରମଣର ଟାର୍ଗେଟ୍ ଓ ସମୟ ସ୍ଥିର କରିବ ।

Leave a Reply

Your email address will not be published. Required fields are marked *