ଜୁନ ୨୫ରୁ ଭୁବନେଶ୍ବରରୁ ଆବୁଧାବିକୁ ସିଧାସଳଖ ବିମାନ ସେବା।
ଆସନ୍ତା ଜୁନ ୨୫ ତାରିଖରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ ବୋଲି ସୂଚନା ଦେଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Vasundhara Information and Media Group