ବାଲେଶ୍ବର ପୀଡ଼ିତାଙ୍କୁ ଭେଟିଲେ ରାଷ୍ଟ୍ରପତି

ଭୁବନେଶ୍ବର: ସମାବର୍ତ୍ତନ ଉତ୍ସବ ଶେଷ ହେବା ପରେ ଏମ୍ସ ବର୍ଣ୍ଣ ୱାର୍ଡରେ ବାଲେଶ୍ବର ପୀଡିତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭେଟିଛନ୍ତି। ତାଙ୍କର ସ୍ୱାସ୍ଥ୍ୟବସ୍ଥା ଦେଖିବା ସହିତ ରାଷ୍ଟ୍ରପତି ସ୍ଥିତି ଅନୁଧ୍ୟାନ କରିଛନ୍ତି ।

Leave a Reply

Your email address will not be published. Required fields are marked *