*ଖଣ୍ଡା ଚୋଟରେ ପରିବା ବ୍ୟବସାୟୀ ଗୁରୁତର ଆହତ*

ପୋଲସରା ପରିବା ବଜାରରେ ଗୁଡୁ ପ୍ରଧାନ ନାମକ ଜଣେ ପରିବା ବ୍ୟବସାୟୀକୁ କିଛି ଦୁର୍ବୁତ୍ତ ଗୋଡ଼ାଇ ଗୋଡ଼ାଇ ହାଣିଥିବା ଜଣାପଡ଼ିଛି । ଦୁର୍ବୁତ୍ତଙ୍କ ଖଣ୍ଡା ଚୋଟରେ ବ୍ୟବସାୟୀ ଜଣକ ଗୁରୁତର ଆହତ ହୋଇ ବର୍ତ୍ତମାନ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିବା ସୂଚନା ରହିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

Leave a Reply

Your email address will not be published. Required fields are marked *