CrimeLatest NewsOdisha News ଭୁଜାଲି ଦେଖାଇ PEOଙ୍କଠାରୁ ୨ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ adminJuly 23, 2025 କାମାକ୍ଷାନଗର,୨୩।୭(ସୁଧୀର କୁମାର ପରିଡ଼ା):ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଭଏରପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ସତ୍ୟନାରାୟଣ ପ୍ରଧାନଙ୍କୁ ଆକ୍ରମଣ କରି ୧ ଲକ୍ଷ ୯୦ ହଜାର ଟଙ୍କା ଲୁଟ୍ କରିଛନ୍ତି ୨ଦୁର୍ବୃତ୍ତ। ଭତ୍ତା ଦେଇ ପଲିସାନ୍ତରାପୁର ଗାଁରୁ ଫେରିବା ବାଟରେ ଆକ୍ରମଣ କରି ୨ ଲୁଟେରା ବାଇକରେ ଆସି ଭୁଜାଲିରେ ଆକ୍ରମଣ କରିବା ସହ ବନ୍ଧୁକ ଦେଖାଇ ଲୁଟ କରିଥିବା କାମାକ୍ଷାନଗର ଥାନାରେ ଅଭିଯୋଗ ହୋଇଛି । ପୋଲିସ ଏହା ଉପରେ ତଦନ୍ତ କରୁଛି ।
ଗଜପତି ଜିଲ୍ଲାରେ କଟକ ଅବକାରୀ ବିଭାଗ ଫ୍ଲାଇଙ୍ଗ ସ୍କ୍ୱାଡର ଚଢ଼ାଉ ବିପୁଳ ପରିମାଣର ମଦ ସହ କାର ଜବତ ୨ଗିରଫ କୋର୍ଟ ଚାଲାଣ । ଗଜପତି ଜିଲ୍ଲାରେ କଟକ ଅବକାରୀ ବିଭାଗ ଫ୍ଲାଇଙ୍ଗ ସ୍କ୍ୱାଡର ଚଢ଼ାଉ ବିପୁଳ ପରିମାଣର ମଦ ସହ କାର ଜବତ ୨ଗିରଫ କୋର୍ଟ ଚାଲାଣ ।ଗଜପତି;୧୯/୮(ମନୋଜ ପାଢୀ) ଧ୍ପୋଲିସ…
ଗୁଣି ସନ୍ଦେହରେ ଯୁବକକୁ ହତ୍ୟାକରି ଡ୍ୟାମରେ ଫିଙ୍ଗିଦେଲେ ଗ୍ରାମବାସୀ ଗୁଣି ସନ୍ଦେହରେ ଯୁବକକୁ ହତ୍ୟାକରି ଡ୍ୟାମରେ ଫିଙ୍ଗିଦେଲେ ଗ୍ରାମବାସୀ ଆର, ଉଦୟଗିରି,୩।୮(ମନୋଜ ପାଢୀ): ଗୁଣି ସନ୍ଦେହରେ ଯୁବକଙ୍କୁ ହତ୍ୟା କରି ଡ୍ୟାମରେ ଫିଙ୍ଗିଦେଲେ। ଏଭଳି ଘଟଣା ଘଟିଛି…
ଲକ୍ଷ୍ମୀପୁରରେ ଡକାୟତି ଦଳର ୪ ସଦସ୍ୟ ଗିରଫ, ୭୬ ହଜାର ଟଙ୍କା ସହ ବାଇକ୍ ଓ ମୋବାଇଲ ଜବତ ଲକ୍ଷ୍ମୀପୁରରେ ଡକାୟତି ଦଳର ୪ ସଦସ୍ୟ ଗିରଫ, ୭୬ ହଜାର ଟଙ୍କା ସହ ବାଇକ୍ ଓ ମୋବାଇଲ ଜବତ ଲକ୍ଷ୍ମୀପୁର (କୋରାପୁଟ): କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ପୁଲିସ…