ରାଉରକେଲାରେ ନାବାଳିକାଙ୍କୁ ଗଣଦୁଷ୍କର୍ମ, ୩ ଅଭିଯୁକ୍ତ ଗିରଫ

ରାଉରକେଲା: ବ୍ରାହ୍ମଣୀଥାନା ଅଞ୍ଚଳର ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଛନ୍ତି।ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ରବିବାର ଦିନେ ପୀଡିତାଙ୍କ ପରିବାର ଲୋକେ ରାଜଗାଙ୍ଗପୁର ଥାନା କାଂଶବାହାଲ ଫାଣ୍ଡିରେ ଏତଲା ଦେଇଥିଲେ।ଏହାପରେ ପୋଲିସ ମାମଲା ରୁଜୁ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଘଟଣାସ୍ଥଳରେ ପୋଲିସ ତଦନ୍ତ ଜାରି ରଖିଛି।

Leave a Reply

Your email address will not be published. Required fields are marked *