ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ଗଜପତି ଜିଲ୍ଲା ରାଜ୍ୟସ୍ତରୀୟରେ ସମ୍ମାନ ପାଇଲା ।
ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ଗଜପତି ଜିଲ୍ଲା ରାଜ୍ୟସ୍ତରୀୟରେ ସମ୍ମାନ ପାଇଲା । ଗଜପତି, (ମନୋଜ ପାଢୀ)ତା.୩୧.୦୭.୨୦୨୫ଭୁବନେଶ୍ବର ସ୍ଥିତ ଲୋକ ସେବା ଭବନ ଠାରେ ଆୟୋଜିତ ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମ ଓ ଆକାଂକ୍ଷୀ ବ୍ଲକ୍ କାର୍ଯ୍ୟକ୍ରମର ପର୍ଯ୍ୟାଲୋଚନା କରିବା…
