ନାଏବ ସରପଞ୍ଚଙ୍କୁ ଅଯୋଗ୍ୟ ଘୋଷଣା କଲେ କୋର୍ଟ ।
ନାଏବ ସରପଞ୍ଚଙ୍କୁ ଅଯୋଗ୍ୟ ଘୋଷଣା କଲେ କୋର୍ଟ । ଆର,ଉଦୟଗିରି(ମନୋଜ କୁମାର ପାଢୀ)- ଗଜପତି ଜିଲ୍ଲା ମୋହନା ବ୍ଳକ ଲିଲିଗଡ ପଞ୍ଚାୟତ ନାଏବ ସରପଞ୍ଚ,ସନ୍ତୋଷ ନାୟକଙ୍କୁ ମୋହନା ଜେଏମ୍ଏପ୍ସି ଶୁଭଜିତ ବେହେରା ଅଯୋଗ୍ୟ ଘୋଷଣା କରିଛନ୍ତି । ଅଧିକ ସନ୍ତାନ ଥିବା…
