ଗୁଣି ସନ୍ଦେହରେ ଯୁବକକୁ ହତ୍ୟାକରି ଡ୍ୟାମରେ ଫିଙ୍ଗିଦେଲେ ଗ୍ରାମବାସୀ
ଗୁଣି ସନ୍ଦେହରେ ଯୁବକକୁ ହତ୍ୟାକରି ଡ୍ୟାମରେ ଫିଙ୍ଗିଦେଲେ ଗ୍ରାମବାସୀ ଆର, ଉଦୟଗିରି,୩।୮(ମନୋଜ ପାଢୀ): ଗୁଣି ସନ୍ଦେହରେ ଯୁବକଙ୍କୁ ହତ୍ୟା କରି ଡ୍ୟାମରେ ଫିଙ୍ଗିଦେଲେ। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ଥାନା ରାଚାଗୁଡା ଗାଁର। ମୃତକ ହେଲେ ଗୋପାଳ ମଳିକ…
