ଉତ୍କଳ ଆଲୁମିନା ପକ୍ଷରୁ ମହାଡମ୍ବରରେ ଶାରଦୀୟ ଦୁର୍ଗା ପୂଜା ଆୟୋଜିତ
ଉତ୍କଳ ଆଲୁମିନା ପକ୍ଷରୁ ମହାଡମ୍ବରରେ ଶାରଦୀୟ ଦୁର୍ଗା ପୂଜା ଆୟୋଜିତ ରାୟଗଡ଼ା, ୧/୧୦; ରାୟଗଡ଼ା ଜିଲ୍ଲା ଟିକିରି ଅନ୍ତର୍ଗତ ଦୋରାଗୁଡ଼ା ସ୍ଥିତ ଉତ୍କଳ ଆଲୁମିନା ପକ୍ଷରୁ ସ୍ଥାନୀୟ ଦଶହରା ପଡ଼ିଆ ଠାରେ ସାର୍ବଜନୀନ ଶାରଦୀୟ ଦୁର୍ଗା ପୂଜା ମହାଡମ୍ବରରେ ଆୟୋଜିତ ହୋଇଛି…
