ଏକକ ଆଦର୍ଶ ଆବାସିକ ବିଦ୍ୟାଳୟରେ ବିଦ୍ୟାର୍ଥୀ ମାନଙ୍କୁ ଛାତ୍ରାବାସ ଏବଂ ଶିକ୍ଷାଦାନ ପାଇଁ ଜିଲ୍ଲାପାଳଙ୍କ ଦ୍ବାରସ୍ଥ।
ଏକକ ଆଦର୍ଶ ଆବାସିକ ବିଦ୍ୟାଳୟରେ ବିଦ୍ୟାର୍ଥୀ ମାନଙ୍କୁ ଛାତ୍ରାବାସ ଏବଂ ଶିକ୍ଷାଦାନ ପାଇଁ ଜିଲ୍ଲାପାଳଙ୍କ ଦ୍ବାରସ୍ଥ। ଗଜପତି (ମନୋଜ ପାଢୀ) ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଆଜି ଅଭିଭାବକ ମାନେ ନିଜ ପିଲାଙ୍କ ଭବିଷ୍ୟତ ନିମନ୍ତେ ଜିଲ୍ଲାପାଳଙ୍କ…
