ରାୟଗଡ ଠାରେ ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ।
ରାୟଗଡ ଠାରେ ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ। ଗଜପତି;୧୨/୧୧(ମନେlଜ ପାଢୀ)ଗଜପତି ଜିଲ୍ଳା ରାୟଗଡ଼ ବ୍ଲକ ସଦର ମହକୁମା ସ୍ଥିତ ପିଏମ୍ ଶ୍ରୀ ହାଇସ୍କୁଲ ପରିସରରେ ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ରାୟଗଡ଼ ପଞ୍ଚାୟତ ସମିତି…
