ମହେନ୍ଦ୍ରଗଡ଼ ହାଇସ୍କୁଲରେ ରେଡ ରିବନ କ୍ଲବର ଏଡ଼ସ ସଚେତନତା ଶିବିର ଆର, ଉଦୟଗିରି(ମନୋଜ କୁମାର ପାଢୀ/ ତା 02.11.24 ରିଖ ରେ ମହେନ୍ଦ୍ରଗଡ଼ ହାଇସ୍କୁଲ ପରିସରରେ ରେଡ ରିବନ କ୍ଳବ ତରଫରୁ ଏଡ଼ସ ସମ୍ବନ୍ଧୀୟ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି | ଏ ଅବସରରେ ବିଦ୍ୟାଳୟର ବରିଷ୍ଠ ବିଜ୍ଞାନ ଶିକ୍ଷକ ଶ୍ରୀ ଏସ ରାମାରାଓ HIV ଜନିତ ରୋଗ କଣ ? ଓ ତାହାର ନିରାକରଣ ସମ୍ବନ୍ଧରେ ଓ କିଭଳି ନିଜ ନିଜ ପରିବାରରେ, ସାହିରେ ଓ ଗ୍ରାମରେ ସଚେତନତା କରାଯାଇପାରିବ ଯେଭଳି ଏଡ଼ସର ଭୟବହତା ନ ରହିବ ସେ ବିଷୟରେ ପୁଙ୍ଖାନୁପୁଙ୍ଖ ବୁଝାଇଥିଲେ | ଶିକ୍ଷକ ଶ୍ରୀ ରାଧାକୃଷ୍ଣ ପଣ୍ଡା ଛାତ୍ର ଛାତ୍ରୀ ମାନଙ୍କୁ ଶପଥ ପାଠ କରାଇଥିଲେ |ଏହି କାର୍ଯ୍ୟକ୍ରମକୁ ରାଜ୍ୟ ପୁରସ୍କୃତ ଶିକ୍ଷକ ତଥା ଜୁନିଅର ରେଡ କ୍ରସର ଜିଲ୍ଲା ସମ୍ବଳ ସାଧନ କର୍ମୀ ଶ୍ରୀ ସୁବାସ ଚନ୍ଦ୍ର ସାହୁ ପରିଚାଳନା କରିଥିଲେ ଓ ଧନ୍ୟବାଦ ଅର୍ପଣ କରିଥିଲେ |
Related Posts
ସୁନାବେଡ଼ା କମ୍ବଟ ସ୍ପୋର୍ଟସ ଏକାଡେମୀ ତରଫରୁ ଏକ ୬ ଦିନିକିଆ ଆତ୍ମନିର୍ଭରଶୀଳ ଶିକ୍ଷା ପ୍ରଦାନ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା
ସୁନାବେଡ଼ା କମ୍ବଟ ସ୍ପୋର୍ଟସ ଏକାଡେମୀ ତରଫରୁ ଏକ ୬ ଦିନିକିଆ ଆତ୍ମନିର୍ଭରଶୀଳ ଶିକ୍ଷା ପ୍ରଦାନ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା ସୁନାବେଡ଼ା ହାଲ ସ୍ପୋର୍ଟସ କ୍ଲବ ପରିସରରେ ରୁ…
ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ନିଶା ନିରୋଧ ଦିବସ ପାଳିତ
ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ନିଶା ନିରୋଧ ଦିବସ ପାଳିତ . । ଗଜପତି – ଗଜପତି…
ହର ଘର ତିରଙ୍ଗା କାର୍ଯ୍ୟକ୍ରମ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ।
ହର ଘର ତିରଙ୍ଗା କାର୍ଯ୍ୟକ୍ରମ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ । ଗଜପତି -୯/୮/୨୦୨୪ସ୍ୱାଧୀନତାର ୭୮ତମ ବର୍ଷ ପାଳନ ଅବସରରେ ଅମୃତ ମହୋଉତ୍ସବ ପାଳନ ପୂର୍ତ୍ତି ଅବସରରେ…