ବରଗଡ ୭,୧୧(ଭବାନୀ ଶଙ୍କର ପାଢ଼ୀ) ବରଗଡ ଜିଲ୍ଲା ଥୁଆପାଲି ବଡ କେନାଲ ଠାରେ ବିହାରୀ ସଂପ୍ରଦାୟର ଛଟ୍ ପୂଜା ଆରମ୍ଭ ହୋଇଯାଇଛି।ଏଥିରେ ଅସ୍ତଗାମୀ ସୂର୍ଯ୍ୟ ଓ ଉଦୟ ସୂର୍ଯ୍ୟ ଦେବତାଙ୍କୁ ବିଭିନ୍ନ ପ୍ରକାର ଫଳମୂଳ ଲାଗି ପୂଜାକରାଯାଏ । ଏହି ଛଟ୍ ପୂଜା ଫଳରେ ସନ୍ତାନ ପ୍ରାପ୍ତି, ପରିବାର ରେ ସୁଖ ଶାନ୍ତି ଓ ମନୋସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି ବିଶ୍ଵାସ ରହିଆସିଛି । ଏହି ଅବସରରେ ଅତିଥି ଭାବେ ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମ ରେ ଭୋଲା ସାହାନୀ, ଶିବ କୁମାର ଚୌଧୁରୀ, ମନିଶ ସିଂ, ବିକେଶ ସାହାନୀ, ସୁରେଶ ଶର୍ମା ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ।
Related Posts
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବୈପାରୀଗୁଡ଼ା ସିଏଚ୍ସି ମେଡିକାଲ ଅଫିସର ଡାକ୍ତର ବିଶ୍ବଜିତ ଭୂୟାଁ
ଜୟପୁର: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡାକ୍ତରବୈପାରୀଗୁଡ଼ା ସିଏଚ୍ସି ମେଡିକାଲ ଅଫିସର ଡାକ୍ତର ବିଶ୍ବଜିତ ଭୂୟାଁବକେୟା ଦରମା କରାଇ ଦେବାକୁ ୪୦ ହଜାର ଲାଞ୍ଚ ନେଉଥିଲେ
ଶ୍ରୀ ଜଗନ୍ନାଥ ଶୀର୍ଷକ” ଚିତ୍ରକଳା ପ୍ରଦର୍ଶନୀକୁ ଉଦଘାଟନ କଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ
“ଶ୍ରୀ ଜଗନ୍ନାଥ ଶୀର୍ଷକ” ଚିତ୍ରକଳା ପ୍ରଦର୍ଶନୀକୁ ଉଦଘାଟନ କଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଭୁବନେଶ୍ୱର: ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଶ୍ରୀକ୍ଷେତ୍ର…
ମହିଳା ସ୍ନାତକ ମହାବିଦ୍ୟାଳୟ ପାରଳାଖେମୁଣ୍ଡିର ୧୨ ଦିନିଆ ଆତ୍ମସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଘାଟିତ
ମହିଳା ସ୍ନାତକ ମହାବିଦ୍ୟାଳୟ ପାରଳାଖେମୁଣ୍ଡିର ୧୨ ଦିନିଆ ଆତ୍ମସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଘାଟିତ .. ଗଜପତି(ମନୋଜ ପାଢୀ/ ୮/୧୧/୨୪ ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହିଳା ମହାବିଦ୍ୟାଳୟରେ…