୨୪ରେ ମିଳିବ ସୁଭଦ୍ରା ଟଙ୍କା
ଭୁବନେଶ୍ୱର: ନଭେମ୍ବର ୨୪ରେ ମିଳିବ ସୁଭଦ୍ରା ଟଙ୍କା। ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ପ୍ରଥମ କିସ୍ତିର ମିଳିବ ତୃତୀୟ ପର୍ଯ୍ୟାୟ ଟଙ୍କା।୨୦ଲକ୍ଷ ହିତାଧିକାରୀଙ୍କୁ ଦିଆଯିବ ସୁଭଦ୍ରା ଟଙ୍କା।ସୁନ୍ଦରଗଡ଼ରେ ବଣ୍ଟାଯିବ ୩ୟ ପର୍ଯ୍ୟାୟ ଟଙ୍କା।
The Information Media (ସୂଚନା ଏବଂ ସମ୍ବାଦ)
Vasundhara Information and Media Group