ମଣିପୁର: ଆଦିବାସୀ ଓ ଅଣ ଆଦିବାସୀଙ୍କ ସଂଘର୍ଷ ଯୋଗୁ ଅଶାନ୍ତ ହୋଇପଡ଼ିଥିବା ମଣିପୁର ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ସବୁ ପ୍ରକାରର ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ହିଂସା ଥମିବାର ନାଁ ନେଉନାହିଁ। ସ୍ଥିତି ଅସମ୍ଭାଳ ହେଉଥିବାରୁ କେନ୍ଦ୍ର ସରକାର ଆଉ ୧୦,୮୦୦ ଜଣ ସୁରକ୍ଷାକର୍ମୀଙ୍କୁ ମିଆଁମାର ସୀମାକୁ ଲାଗିଥିବା ମଣିପୁର ପଠାଇଛନ୍ତି। ଏହାକୁ ମିଶାଇ ମଣିପୁରରେ କେନ୍ଦ୍ରୀୟ ସୁରକ୍ଷାବଳଙ୍କ କମ୍ପାନୀ ସଂଖ୍ୟା ୨୮୮ରେ ପହଞ୍ଚିଛି।
Related Posts
ଆଗାମୀ ୫ ବର୍ଷରେ ଓଡିଶାରେ ନିଶ୍ଚିତ ଭାବରେ ବିରାଟ ପରିବର୍ତ୍ତନ ଆସିବ: ମୁଖ୍ୟମନ୍ତ୍ରୀ
ଆଗାମୀ ୫ ବର୍ଷରେ ଓଡିଶାରେ ନିଶ୍ଚିତ ଭାବରେ ବିରାଟ ପରିବର୍ତ୍ତନ ଆସିବ: ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୪ ଦିନିଆ ନୂଆଦିଲ୍ଲୀ…
ପାରା ଅଲିମ୍ପିକ୍ସରେ ଦେଶକୁ ଜୁଡୋରେ ପଦକ ଭେଟି ଦେଇଛନ୍ତି।
ଆଜି ଯାଏ ଭାରତ କେବେ ବି ପାରା ଅଲିମ୍ପିକ୍ସର ଜୁଡୋରେ ପଦକ ଜିତିବାକୁ ସକ୍ଷମ ହୋଇ ନଥିଲା। ହେଲେ କପିଲ ଏହି ଧାରାକୁ ବଦଳାଇଛନ୍ତି।ଇତିହାସ ରଚିଛନ୍ତି ଭାରତର…