ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର ପେଡିଆଟ୍ରିକ ସର୍ଜରି ବିଭାଗରେ କାର୍ଯ୍ୟରତ ସିନିୟର ରେସିଡେଣ୍ଟ(ଶେଷ ବର୍ଷ) ଡ. ମନୀତା ତମାଙ୍ଗ ଦେଶର ମର୍ଯ୍ୟାଦାଜନକ ୟୁସି ଚକ୍ରବର୍ତ୍ତୀ ପୁରସ୍କାର ହାସଲ କରିଛନ୍ତି। ନିକଟରେ ଏମ୍ସ ଋଷିକେଶରେ ଆୟୋଜିତ ପେଡିଆଟ୍ରିକ ସର୍ଜନମାନଙ୍କ ସର୍ବଭାରତୀୟ ସମ୍ମିଳନୀ ଆଇଏପିଏସସିଓଏନ୍ ୨୦୨୪ରେ ଡ. ମନୀତାଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି ପ୍ରତିଷ୍ଠିତ ସମ୍ମାନ ସମଗ୍ର ଭାରତରେ ଶିଶୁରୋଗ ସର୍ଜରୀ କ୍ଷେତ୍ରରେ କାର୍ଯ୍ୟରତ ସିନିୟର ରେସିଡେଣ୍ଟମାନଙ୍କ ଦ୍ୱାରା ଉଲ୍ଲେଖନୀୟ ଗବେଷଣା ପାଇଁ ସ୍ୱୀକୃତିର ଶିଖର ବିବେଚନା କରାଯାଏ।
Related Posts
ନାଗରିକ ସମାଜ, ବିଶେଷଜ୍ଞ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ପ୍ରାକ୍ ବଜେଟ୍ ଆଲୋଚନା
ନାଗରିକ ସମାଜ, ବିଶେଷଜ୍ଞ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ପ୍ରାକ୍ ବଜେଟ୍ ଆଲୋଚନା ଭୁବନେଶ୍ୱର: ଆମର ବଜେଟ୍ ଟି ଯେପରି ବାସ୍ତବରେ ‘ଲୋକଙ୍କ ବଜେଟ୍’…
ରାଜ୍ୟସ୍ତରୀୟ ପୋଷ୍ୟ ସନ୍ତାନ ନିର୍ଦ୍ଦେଶାବଳୀ, ୨୦୨୨ ତାଲିମ କାର୍ଯ୍ୟକ୍ରମ
ରାଜ୍ୟସ୍ତରୀୟ ପୋଷ୍ୟ ସନ୍ତାନ ନିର୍ଦ୍ଦେଶାବଳୀ, ୨୦୨୨ ତାଲିମ କାର୍ଯ୍ୟକ୍ରମ ଭୁବନେଶ୍ୱର: ଆଇନଗତ ପୋଷ୍ୟ ଗ୍ରହଣ ହିଁ ପ୍ରତ୍ୟେକ ଶିଶୁକୁ ପରିବାର ଯୋଗାଇ ଦେବାର ପ୍ରକୃଷ୍ଟ ଉପାୟ। ଶିଶୁ…
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଡେପୁଟି କଲେକ୍ଟର ପରୀକ୍ଷିତ ଜେନାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।
ଡେପୁଟି କଲେକ୍ଟରଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଡେପୁଟି କଲେକ୍ଟର ପରୀକ୍ଷିତ ଜେନାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।ନୀଳଗିରି ଡେପୁଟି…