ନୂଆଦିଲ୍ଲୀ: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ପ୍ରାୟ ସ୍ପଷ୍ଟ ହୋଇଯାଇଛି। ପୁଣି ଥରେ ରାଜ୍ୟରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନଙ୍କ ନେତୃତ୍ୱରେ ସରକାର ଗଠନ ହେବାକୁ ଯାଉଛି । ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତୃତ୍ବାଧୀନ ଇଣ୍ଡିଆ ମେଣ୍ଟ ୫୬ଟି ଆସନରେ ବିଜୟୀ ହେଉଛି । ବିଜେପି ଏଥର ୨୦୧୯ରେ ନିଜର ପ୍ରଦର୍ଶନକୁ ଦୋହରାଇବାରେ ସକ୍ଷମ ହୋଇନାହିଁ। ଏହା ୨୪ଟି ଆସନରେ ଆଗୁଆ ରହିଛି। ଚଳିତ ଝାଡ଼ଖଣ୍ଡ ନିର୍ବାଚନ ଅନେକ ଦୃଷ୍ଟିରୁ ରୋଚକ ହୋଇଛି। କିନ୍ତୁ ଏହାର ସବୁଠାରୁ ରୋଚକ ଦିଗ ହେଉଛି ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ ତଥା ଓଡ଼ିଆ ଝିଅ କଳ୍ପନା ମୁର୍ମୁ ସୋରେନଙ୍କ ଉତ୍ଥାନ ।
Related Posts
ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ରେଡ୍
ବ୍ରହ୍ମପୁର: ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ରେଡ୍ଛତ୍ରପୁର ବିଇଓ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ରେଡ୍.ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ରେଡ୍ଛତ୍ରପୁର…
ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବାକାର ଉପରେ ୨.୫ ଲକ୍ଷ ଟଙ୍କା ଜରିମାନା
ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବା ମହଙ୍ଗା ପଡ଼ିଛି କେରଳ:ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବା ମହଙ୍ଗା ପଡ଼ିଛି। ଗୋଟିଏ କାର ଉପରେ ୨.୫ ଲକ୍ଷ ଟଙ୍କା ଜରିମାନା ସହ କାର ଚାଳକଙ୍କ…
ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୨୦ରୁ ଅଧିକ ଆହତ
ଭୟଙ୍କର ସଡ଼କ ଦୁର୍ଘଟଣା, ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୨୦ରୁ ଅଧିକ ଆହତ କନ୍ଧମାଳ: ମୁନିଗୁଡ଼ାରୁ ଫୁଲବାଣୀ ଆସୁଥିବା ବେଳେ ଏକଘରୋଇ ବସ୍ ଭାରସ୍ୟାମ ହରାଇ…