ମହିଳାଙ୍କ ଆତ୍ମହତ୍ୟା।ଦିଗପହଣ୍ଡି ସହର ଧୋବା ସାହିର ଲିଜା ସେଠୀ ନାମ୍ନୀ ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସୁଚନା ଅନୁଯାୟୀ ଜଣାପଡିଛି ଯେ ମୃତ ଲିଜା ବିଷ ପିଇଥିବା ଘର ଲୋକ ଜାଣି ପାରି ଗୁରୁତର ଅବସ୍ଥାରେ ତାକୁ ଦିଗପହଣ୍ଡି ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ଅବସ୍ଥାରେ ସୁଧାର ନଆସିବାରୁ ତାକୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତା’ର ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।ରିପୋର୍ଟ :କୈଳାଶ ଚନ୍ଦ୍ର ଚୌଧୁରୀ!
Related Posts
ପଶ୍ଚିମବଙ୍ଗରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ହୋଇଛି।
ପଶ୍ଚିମବଙ୍ଗରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ହୋଇଛି। ଏଠାରେ ଟ୍ରାକ୍ ଉପରେ ଠିଆ ହୋଇଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ୍କୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍। ଏହି ଦୁର୍ଘଟଣାରେ ବର୍ତ୍ତମାନ…
ଓଡିଶାରେ ବନ୍ୟା ସ୍ଥିତି ନାହିଁ
ଓଡିଶାରେ ବନ୍ୟା ସ୍ଥିତି ନାହିଁ ଭୁବନେଶ୍ୱର: ଓଡିଶା ପାଇଁ କୌଣସି ବନ୍ୟା ପରିସ୍ଥିତି ନାହିଁ। ଜଳସେଚନ ବିଭାଗର ମୁଖ୍ୟ ଯନ୍ତ୍ରୀ ଭକ୍ତ ରଂଜନ ମହାନ୍ତି ଏହା ସୂଚନା…
ଜୟୀରାମ ସାମଲଙ୍କୁ ଦିଆଗଲା ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’।ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର
ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର। ୨୦୨୦, ୨୦୨୧ ଓ ୨୦୨୨ ବର୍ଷ ପାଇଁ ପ୍ରଦାନ କରାଗଲା ପୁରସ୍କାର । ଅନନ୍ତ ମହାପାତ୍ର, ଶ୍ରୀନିବାସ ମହାପାତ୍ର, ଜୟୀରାମ ସାମଲଙ୍କୁ ଦିଆଗଲା…