ବାଲିଗୁଡ଼ା ହତ୍ୟାକାଣ୍ଡ ଅଭିଯୁକ୍ତ ଙ୍କୁ ଆଜୀବନ କାରାଦଣ୍ଡ ଆଦେଶ ଶୁଣାଇଛନ୍ତି ଗଞ୍ଜାମ ଜିଲ୍ଲା ଜଜ୍।ଗଞ୍ଜାମ :ଗତ ୨୦୧୯ ଡିସେମ୍ବର ମାସରେ ଘଟିଥିବା ସୁଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟାକାଣ୍ଡ ମାମଲାର ରାୟ ଆଜି ପ୍ରକାଶ ପାଇଛି। ଉକ୍ତ ହତ୍ୟାକାଣ୍ଡ ରେ ଅଭିଯୁକ୍ତ ୬ ଜଣଙ୍କୁ ମାନ୍ୟବର ଜିଲ୍ଲା ଜଜ୍ ମହାଶୟା ଆଜୀବନ କାରାଦଣ୍ଡ ଆଦେଶ ଶୁଣାଇଛନ୍ତି।ରିପୋର୍ଟ :କୈଳାଶ ଚନ୍ଦ୍ର ଚୌଧୁରୀ!
Related Posts
ମୁଖ୍ୟମନ୍ତ୍ରୀଙ୍କ ହରିଆଣା ଓ ମୁମ୍ବାଇ ଗସ୍ତ
ମୁଖ୍ୟମନ୍ତ୍ରୀଙ୍କ ହରିଆଣା ଓ ମୁମ୍ବାଇ ଗସ୍ତ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆସନ୍ତା କାଲି ଠାରୁ ହରିଆଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ୧୬…
India defeated Sri Lanka in the Super Over
India defeated Sri Lanka in the Super Over, winning the series 3-0. Earlier, Indian spinners held Sri Lanka to 137/8,…
ବିଦ୍ୟୁତ ଆଘାତରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଅଭିଯୋଗ
*ବିଦ୍ୟୁତ ଆଘାତରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଅଭିଯୋଗ* ନୂଆପଡା (ଓମ୍ ପ୍ରକାଶ ଚୌଧୁରୀ)ଜିଲ୍ଲା ଖଡ଼ିଆଳ ବ୍ଲକ ରାଣୀମୁଣ୍ଡା ଗ୍ରାମର ଦାଦନ ଶ୍ରମିକ ଭଗତ ମାଝୀ (୨୭) ଙ୍କର…