ଭୁବନେଶ୍ବର: ସପ୍ତଦଶ ବିଧାନସଭାର ଦ୍ବିତୀୟ ଅଧିବେଶନ ମଙ୍ଗଳବାର ଠାରୁ ଆରମ୍ଭ ହୋଇଯାଇଛି। ଏହି ଶୀତ ଅଧିବେଶନ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ପ୍ରଥମ ଦିନରେ ମୋହନ ଚରଣ ମାଝୀଙ୍କ ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ରାଜ୍ୟ ସରକାର ଗୃହରେ ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ଏଥିରେ ରତ୍ନଭଣ୍ଡାର ପାଇଁ ୫ କୋଟି, ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି, ସିଏପିଏଫ୍ ମୁତୟନ ପାଇଁ ୨୯୯ କୋଟି, ପୁଲିସ ଷ୍ଟେସନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ବିସ୍ତୃତ ସୁବିଧା ପାଇଁ ୨୬ କୋଟି, ଅଗ୍ନିସେବାର ଆଧୁନିକୀକରଣ ଓ ସଂପ୍ରସାରଣ ପାଇଁ ୧୨୦ କୋଟି ବ୍ୟୟ ଅଟକଳ କରାଯାଇଛି।
Related Posts
ଉତ୍ତରପ୍ରଦେଶରୁ ଆଳୁ ଆସିବା ପ୍ରକ୍ରିୟା ତ୍ୱରାନ୍ୱିତ: ମନ୍ତ୍ରୀ
ଉତ୍ତରପ୍ରଦେଶରୁ ଆଳୁ ଆସିବା ପ୍ରକ୍ରିୟା ତ୍ୱରାନ୍ୱିତ: ମନ୍ତ୍ରୀ ଭୁବନେଶ୍ୱର: ଓଡ଼ିଶାରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।…
ଭାରତର ୧ନଂ ଧନୀ ମହିଳା ସାବିତ୍ରୀ ଜିନ୍ଦଲ ଦମଦାର ବିଜୟ
ନୂଆଦିଲ୍ଲୀ:ସ୍ୱାଧୀନ ପ୍ରାର୍ଥୀ ଭାବେ ହରିୟାଣା ବିଧାନସଭା ନିର୍ବାଚନ ଲଢ଼ୁଥିବା ଭାରତର ୧ନଂ ଧନୀ ମହିଳା ସାବିତ୍ରୀ ଜିନ୍ଦଲ ଦମଦାର ବିଜୟ ହାସଲ କରିଛନ୍ତି। ସେ ହରିୟାଣାର ହିସ୍ରା…
ଶପଥ ଗ୍ରହଣ ସମାରୋହ ପୂର୍ବରୁ ନରେନ୍ଦ୍ର ମୋଦୀ ଏନଡିଏ ନେତାଙ୍କ ସହ ଆଲୋଚନା !
ଶପଥ ଗ୍ରହଣ ସମାରୋହ ପୂର୍ବରୁ ନରେନ୍ଦ୍ର ମୋଦୀ ଏନଡିଏ ନେତାଙ୍କ ସହ ଆଲୋଚନା !