ଭୁବନେଶ୍ବର: ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ପରେ ରାଜ୍ୟର ସମସ୍ତ ସ୍କୁଲଗୁଡିକରେ ମଧ୍ୟ ଜାତୀୟ ଶିକ୍ଷାନୀତି ଲାଗୁ ହେବ। ରାଜ୍ୟ ସରକାର ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଭଳି ହେଲେ ଶୈକ୍ଷକ ଢାଂଚାରେ ପରିବର୍ତ୍ତନ ହେବ ଓ ପିଲା ୩ ବର୍ଷରୁ ସ୍କୁଲ ଆସିବେ। ସ୍କୁଲ ସ୍ତରରେ ଜାତୀୟ ଶିକ୍ଷାନୀତି କେମିତି ଲାଗୁହେବ ସେ ନେଇ ଏବେଠୁ ଅନେକ ସନ୍ଦେହ ସଷ୍ଟି ହେଲାଣି। ବର୍ତ୍ତମାନ ଅଙ୍ଗନବାଡ଼ିଠୁ ନେଇ +୨ ଶିକ୍ଷା ବ୍ୟବସ୍ଥା ଅଲଗା ଅଲଗା ରହିଛି। ଦୁଇଟି ଭିନ୍ନଭିନ୍ନ ବୋର୍ଡ଼ ପରୀକ୍ଷା କରୁଛି। ଜାତୀୟ ଶିକ୍ଷାନୀତି ଲାଗୁ ହେବା ପରେ ସମସ୍ତ ଶିକ୍ଷା ବ୍ୟବସ୍ଥାକୁ ଗୋଟିଏ ଛାତ ତଳକୁ ଆଣିବ ବିଭାଗ। (ସୋର୍ସ ସମ୍ବାଦ)
Related Posts
କୁଏତ ଅଗ୍ନିକାଣ୍ଡରେ ଦୁଇ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି
ଭୁବନେଶ୍ଵର:ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ କୁଏତ ଅଗ୍ନିକାଣ୍ଡରେ ଦୁଇ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ,…
CHSE Odisha Class 12th results announced
CHSE Odisha Class 12th results announcedOverall pass percentage in Arts stream: 80.95 %Commerce pass percentage: 82.27%Science pass percentage: 86.93%(CHSE chairman,…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା ଚର୍ଚ୍ଚିତ ୧୨ କୋଟିପତି ସରକାରୀ ବାବୁଙ୍କ ମାମଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ପହଞ୍ଚିଛି।
ଭୁବନେଶ୍ବର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା ଚର୍ଚ୍ଚିତ ୧୨ କୋଟିପତି ସରକାରୀ ବାବୁଙ୍କ ମାମଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ପହଞ୍ଚିଛି।…