ମାଲକାନଗିରି: ସୀମାନ୍ତରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। ପୁଲିସର ଘନଘନ ଚଢ଼ାଉରେ ନକ୍ସଲ ଏବେ ହିଂସାତ୍ମକ ହୋଇପଡିଛନ୍ତି। ଲୋଙ୍କୁ ଭୟଭୀତ କରାଇବା ଏବଂ ପୁଲିସକୁ ଚ୍ୟାଲେଞ୍ଚ କରିବା ପାଇଁ ନିରୀହ ଲୋକଙ୍କୁ ହତ୍ୟା କରୁଛନ୍ତି। ଏହି ଘଟଣାକ୍ରମରେ ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଗୋଟିଏ ଦିନରେ ଦୁଇ ଜଣ ପୂର୍ବତନ ସରପଞ୍ଚଙ୍କୁ ଅପହରଣ କରିନେଇ ହତ୍ୟା କରିଛନ୍ତି।
Related Posts
ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ମିଳିଛି ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର।
ନୂଆଦିଲ୍ଲୀ: ସ୍ବାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ମିଳିଛି ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର। ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଜାତୀୟ…
ନକ୍ସଲଙ୍କ ଆଇଡି ବିସ୍ଫୋରଣରେ ୫ ଜଣ ଯବାନ ଆହତ ହୋଇଛନ୍ତି।
ନକ୍ସଲଙ୍କ ଆଇଡି ବିସ୍ଫୋରଣରେ ୫ ଜଣ ଯବାନ ଆହତ ହୋଇଛନ୍ତି। ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ଟେରାମ୍-ଗୁଡୁମ୍ ଗାଁ ନିକଟ ଜଙ୍ଗଲରେ ଏହି ବିସ୍ଫୋରଣ ହୋଇଛି। ଆହତ…
ଏନ୍କାଉଣ୍ଟରରେ ଟଳିଲେ ୨ ମାଓବାଦୀ
ମାଲକାନଗିରି: ସକାଳ ୧୧ଟା ବେଳେ ନକ୍ସଲଙ୍କ ସହ ସାମ୍ନାସାମ୍ନି ହୋଇଥିଲା। ନକ୍ସଲ ଯବାନଙ୍କୁ ଦେଖି ଅତର୍କିତ ଗୁଳି ଚଳାଇଥିଲେ। ଯବାନ ମଧ୍ୟ ପାଲଟା ଜବାବ ଦେଇଥିଲେ। ଦିନ…