୨୫ରୁ ୩୦ ଲକ୍ଷରେ ବିକ୍ରି ହେଉଥିଲା ASO ଚାକିରି।

ଭୁବନେଶ୍ବର : ପୂର୍ବ ସରକାରରେ ବିକ୍ରି ହୋଇଥିଲା ASO ଚାକିରି। ୨୫ରୁ ୩୦ ଲକ୍ଷରେ ବିକ୍ରି ହେଉଥିଲା ASO ଚାକିରି। ଆଜି ବିଧାନସଭାରେ ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଲ୍‌ ଆଗତ କରି ଏଭଳି ସାଂଘାତିିକ ବୟାନ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

Leave a Reply

Your email address will not be published. Required fields are marked *