ନିଉଦିଲ୍ଲୀ:ବିଶିଷ୍ଟ ତବଲା ବାଦକ ଉସ୍ତାଦ ଜାକିର ହୁସେନଙ୍କ ପରଲୋକ ଘଟିଛି। ନିଜ ତବଲାର ଧ୍ୱନୀରେ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଦେଉଥିବା କିଛିଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ସେ ହୃଦଜନିତ ଓ ରକ୍ତଚାପଜନିତ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ଉସ୍ତାଦ ଜାକିର ହୁସେନଙ୍କୁ ମୃତ୍ୟୁ ବେଳକୁ ୭୩ ବର୍ଷ ବୟସ ହୋଇଥିଲା।ପଦ୍ମଶ୍ରୀ, ପଦ୍ମ ଭୂଷଣ ଓ ପଦ୍ମ ବିଭୂଷଣ ଭଳି ସମ୍ମାନରେ ସମ୍ମାନୀତ ହୋଇଥିଲେ!
Related Posts
ଓଡ଼ିଶା ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ଘୋଷଣା
ଓଡ଼ିଶା ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ଘୋଷଣା ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ…
ରଜ’ର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ରଜ’ର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ. ରାଜ୍ୟ ତଥା ରାଜ୍ୟ ବାହାରେ ରହୁଥିବା ସମସ୍ତ ଓଡ଼ିଆଙ୍କୁ ଶୁଭେଚ୍ଛା ଜଣାଇଲେ .ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କ ମଙ୍ଗଳ…
ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।
ବଢ଼ିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା। ଭୁବନେଶ୍ଵର :ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଫଳରେ ସେମାନଙ୍କ ମହଙ୍ଗା ଭତ୍ତା ୫୦…