ଭୁବନେଶ୍ବର: କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସସି) ଦ୍ବାରା ପରିଚାଳିତ ଆଇଏଏସ୍ ପରୀକ୍ଷା-୨୦୨୩ରେ ଦ୍ବିତୀୟ ରାଙ୍କ ରଖିଥିବା ଅନିମେଶ ପ୍ରଧାନଙ୍କୁ ଓଡ଼ିଶା କ୍ୟାଡର ମିଳିଛି। ଉତ୍ତରାଖଣ୍ଡର ମସୁରୀସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଜାତୀୟ ପ୍ରଶାସିନକ ଏକାଡେମୀରେ ଅନିମେଶ ପ୍ରଧାନ ନିକଟରେ ଫାଉଣ୍ଡେସନ୍ କୋର୍ସ ସାରିବା ପରେ ୬ମାସ ଆଇଏଏସ୍ ଟ୍ରେନିଂ ନେଉଛନ୍ତି। ଏହି ଟ୍ରେନିଂ ସରିଲା ପରେ ଅନିମେଶ ପ୍ରଧାନ ଓଡ଼ିଶା ଆସି କାର୍ଯ୍ୟରେ ଯୋଗଦେବେ।
Related Posts
ଇତିହାସ ରଚିଲେ ମହାକାଶଚାରୀ ସୁନୀତା ୱିଲିୟମ୍ସ।
ନୂଆଦିଲ୍ଲୀ:(ଅଭିଷେକ ମହାନ୍ତି)ମହାକାଶକୁ ତୃତୀୟ ଯାତ୍ରା। ସୁନୀତା ଅନ୍ତରୀକ୍ଷରେ ପହଞ୍ଚିବା ପରେ ସେଠାରେ ଖୁସିରେ ନାଚିଛନ୍ତି।ଇତିହାସ ରଚିଲେ ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ୱିଲିୟମ୍ସ। ସେ ଅନ୍ତର୍ଜାତୀୟ ସ୍ପେଶ୍…
ପ୍ରତିଦିନ ଅପରାହ୍ନ ୩ଟା ରୁ ୫ଟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବେ
ପ୍ରତିଦିନ ଅପରାହ୍ନ ୩ଟା ରୁ ୫ଟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବେ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା…
The second phase elections 33000 police personnel to be deployed
33000 police personnel to be deployed for Phase polls in Odisha Bhubaneswar: (Abhishek Mohanty)The second phase elections will be held…