ଓଡ଼ିଶାରେ ଆସନ୍ତା ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ

ଓଡ଼ିଶାରେ ଆସନ୍ତା ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ

ଭୁବନେଶ୍ୱର: ଆସନ୍ତା ବର୍ଷ ଓଡ଼ିଶାରେ ହେବ ଛାତ୍ର ସଂସଦ ନିର୍ବାଚନ। ଏହା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଛାତ୍ର ସଂସଦ ନିର୍ବାଚନ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଛାତ୍ର ସଂସଦ ନିର୍ବାଚନ କେବେ ବନ୍ଦ ହେବ ନାହିଁ। ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ଅଧିବେଶନରେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।ରାଜ୍ୟରେ ୬ ବର୍ଷ ହେଲା ବନ୍ଦ ରହିଛି ଛାତ୍ର ସଂସଦ ନିର୍ବାଚନ।

Leave a Reply

Your email address will not be published. Required fields are marked *