୭୮ତମ ବିଶ୍ଵ ପ୍ରସିଦ୍ଧ ଧନୁଯାତ୍ରା ଅବସର ରେ ନିଷ୍ଠା ପରିବାର ର ରକ୍ତ ଦାନ ଶିବିର ଦ୍ଵିତୀୟ ଦିନ ରେ #୪୩ୟୁନିଟ ରକ୍ତ ସଂଗୃହୀତ ହୋଇଯାଇଛି।

ବରଗଡ଼ – (ଭବାନୀ ଶଙ୍କର ପାଢ଼ୀ) ତା-୨୫-୧୨-୨୦୨୫ରିଖ (ଗୁରୁ ବାର)ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ଅବସର ରେ ବୀରାଧି ବୀର ବର ପ୍ରବଳ ପ୍ରତାପୀ ମଥୁରା ନରେଶ କଂସ ମହାରାଜ ଙ୍କ ଆଦେଶ ରେ ଜର୍ଜ ହାଇସ୍କୁଲ ,ମିନା ବଜାର ପଡିଆ ଠାରେ ନିଷ୍ଠା ପରିବାର ତରଫ ରୁ ଦ୍ଵିତୀୟ  ଦିନ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା।ଏହି ଶିବିର ରେ ମୁଖ୍ୟ ଅତିଥି ଭାବରେ ବରଗଡ଼ ଉପ ଜିଲ୍ଲାପାଳ ଶ୍ରୀ ପ୍ରସନ୍ନ କୁମାର ପାଣ୍ଡେ, ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କୁବେର କୁମାର ମହାନ୍ତ ଯୋଗ ଦେଇ ଫିତା କାଟି ଶିବିର ର ଶୁଭାରମ୍ଭ କରିଥିଲେ।ଧନୁଯାତ୍ରା ଦେଖି ଆସିଥିବା ସମୟ ରେ ରକ୍ତ ଦେବା ପାଇଁ ଯୁବକ ଯୁବତୀ ଙ୍କ ମଧ୍ୟ ରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଥିଲା। ଦ୍ଵିତୀୟ ଦିନ ରେ ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ସର୍ବମୋଟ ୪୩ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା।ଏହି ଶିବିର କୁ ନିଷ୍ଠା ପରିବାର ର ସମସ୍ତ ସଦସ୍ୟ ସଦସ୍ୟା ସୁପରିଚାଳନା କରିଥିଲେ। ରକ୍ତ ଦାତା ମାନଙ୍କୁ ନିଷ୍ଠା ପରିବାର ତରଫରୁ କୋଟି କୋଟି ପ୍ରଣାମ ଓ ହୃଦୟ ରୁ ଧନ୍ୟବାଦ ଜ୍ଞାପନ କରୁଛୁ। ରକ୍ତଦାନ ଶିବିର କୁ ସଂଲଗ୍ନ କରି ନିଷ୍ଠା ପରିବାର ତରଫ ରୁ ଏକ ସ୍ତନ୍ୟପାନ କେନ୍ଦ୍ର ର ବ୍ୟବସ୍ଥା କରାଯାଇଛି।