କୋରାପୁଟ: ୩ତାରିଖ ଦିନ ସେମିଳିଗୁଡା ଥାନା ଅର୍ନ୍ତଗତ ବେହେରାଗୁଡ଼ା ଗାଁରେ ଗର୍ଭବତୀ ମହିଳା ରଚନା ସାହୁଙ୍କର ଅସ୍ବାଭାବିକ ପରିସ୍ଥିତିରେ ମୃତ୍ୟୁ ନେଇ ପରିବାର ଲୋକେ ଏସ୍ପି ଓ ଡିଆଜିଙ୍କ ଦ୍ବାରସ୍ଥ ହୋଇଛନ୍ତି। ପରିବାର ଲୋକେ ମହିଳାଙ୍କ ମୃତ୍ୟୁ ନେଇ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି। ମୃତ୍ୟୁକୁ ନେଇ ପରିବାରବର୍ଗ ସଂଦେହ ପ୍ରକାଶ କରିବା ସହ ସ୍ବାମୀଙ୍କ ସହ ଏକାଧିକ ପରିବାର ସଦସ୍ୟ ମିଳିତ ଭାବେ ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି। ସେମିଳିଗୁଡା ଥାନା ପୁଲିସ ମୃତ ରଚନାଙ୍କ ସ୍ବାମୀ ଅନିଲ କୁମାର ସାହୁଙ୍କୁ ଗିରଫ କରି କୋର୍ଟକୁ ଚାଳାଣ କରିଛି।
Related Posts
ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା
ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା ଭୁବନେଶ୍ୱର: ମନୋଜ ଆହୁଜା ଆଜି ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ…
ଆମ ସଂସ୍କୃତି ଓ ପରମ୍ପରାର ପ୍ରତୀକ ନୂଆଁଖାଇ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
ଆମ ସଂସ୍କୃତି ଓ ପରମ୍ପରାର ପ୍ରତୀକ ନୂଆଁଖାଇ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇକୁ ମହାନ ଲୋକପର୍ବ କହିବା ସହ…
ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ
ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଗଜପତି (ମନୋଜ କୁମାର ପାଢୀ)-: ଜିଲ୍ଲା ଶ୍ରମ ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆଜି ଜିଲ୍ଲାପାଳଙ୍କ…