ଭୁବନେଶ୍ୱର: ଓଡ଼ିଶାରେ ଏକ ବିଶ୍ୱସ୍ତରୀୟ ଆଇଟି ପ୍ରଶିକ୍ଷଣ ପ୍ରତିଷ୍ଠାନ ସ୍ଥାପନ କରିବା ପ୍ରସ୍ତାବ କେନ୍ଦ୍ର ସରକାରଙ୍କ ବିଚାରାଧୀନ ରହିଛି । ଓଡ଼ିଶାକୁ ଏକ ମେଗା ଆଇଟି ହବରେ ପରିଣତ କରିବା ପାଇଁ ସମସ୍ତ ପ୍ରକାରର ପଦକ୍ଷେପ ନିଆଯାଉଛି । ଆଜି ଏଭଳି କିଛି ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।ଏହାସହିତ ଓଡ଼ିଶାରେ ଏବେ ୭୦ହଜାର କୋଟି ଟଙ୍କାରୁ ଅଧିକ ରେଳ ପ୍ରକଳ୍ପ ନିର୍ମାଣାଧୀନ ରହିଥିବା ମଧ୍ୟ ସୂଚନା ଦେଇଛନ୍ତି ।
Related Posts
ବରମୁଣ୍ଡା ଦୂର୍ଗା ପୂଜା ରେ ରାବଣ ପୋଡି ଉତ୍ସବ ସହ ମନ ମୋହିଲା କଳିଙ୍ଗାୟନ ତୌର୍ୟତ୍ରିକମ ଅନୁଷ୍ଠାନ ର ନୃତ୍ୟାଙ୍ଗନା ମାନଙ୍କ ନୃତ୍ୟ ।
ବରମୁଣ୍ଡା ଦୂର୍ଗା ପୂଜା ରେ ରାବଣ ପୋଡି ଉତ୍ସବ ସହ ମନ ମୋହିଲା କଳିଙ୍ଗାୟନ ତୌର୍ୟତ୍ରିକମ ଅନୁଷ୍ଠାନ ର ନୃତ୍ୟାଙ୍ଗନା ମାନଙ୍କ ନୃତ୍ୟ ।ଶାରଦୀୟ ଦୁର୍ଗାପୂଜା ପାଇଁ…
୧୭୮ଟି ଟ୍ରେନ ବାତିଲ ହୋଇଛି ବାତ୍ୟା ‘ଦାନା’ ପାଇଁ
ବାତ୍ୟା ‘ଦାନା’ ପାଇଁ ବାତିଲ୍ ହେଲା ଟ୍ରେନ୍। ଭୁବନେଶ୍ଵର:ମୋଟ ୧୭୮ଟି ଟ୍ରେନ ବାତିଲ ହୋଇଛି। ୨୩, ୨୪ ଓ ୨୫ ତାରିଖ ମଧ୍ୟରେ ମୋଟ ୧୭୮ ଟ୍ରେନ୍…
କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଭୁସ୍ଖଳନର ପରେ ୱାୟନାଡ ଗସ୍ତ କରିଛନ୍ତି
ଭୁସ୍ଖଳନର ପରେ ୱାୟନାଡ ଗସ୍ତ କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ପ୍ରଭାବିତ ଲୋକଙ୍କୁ ଭେଟିବା ସହ ସ୍ଥିତିର ଅନୁଧ୍ୟାନ କରିଛନ୍ତି।