ନୂଆଦିଲ୍ଲୀ : ନୂତନ ବର୍ଷରେ କେନ୍ଦ୍ର ସରକାର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। କେନ୍ଦ୍ର ସରକାର ଗୁରୁବାର ଅଷ୍ଟମ ବେତନ କମିଶନ ଘୋଷଣା କରିଛନ୍ତି। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଦ୍ୱାରା କର୍ମଚାରୀଙ୍କ ଦରମା ଏବଂ ପେନସନଭୋଗୀଙ୍କ ପେନସନ ବୃଦ୍ଧି ହେବ। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଷ୍ଟମ ବେତନ କମିଶନକୁ ମଞ୍ଜୁରୀ ଦେଇଛନ୍ତି।
Related Posts
ଶପଥ ନେଲେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର କେ ହରିବାବୁ
ଶପଥ ନେଲେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର କେ ହରିବାବୁ ଭୁବନେଶ୍ୱର: ଭୁବନେଶ୍ୱର ରାଜଭବନରେ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଲେ ଡକ୍ଟର ହରିବାବୁ କମ୍ଭମପତି…
ବାଇକ୍ ଧକ୍କାରେ ଜଣେ ପୋଲିଂ କର୍ମଚାରୀ ମୃତ
ଉମରକୋଟ: ବାଇକ୍ ଧକ୍କାରେ ଜଣେ ପୋଲିଂ କର୍ମଚାରୀ ମୃତ! ସ୍ବାମୀ ବିବେକାନନ୍ଦ ସ୍କୁଲ ସମ୍ମୁଖରେ ବସ୍ରୁ ଓହ୍ଲାଇବା ବେଳେ ନିର୍ବାଚନ ଡ୍ୟୁଟିକୁ ଆସିଥିବା ପୋଲିଂ କର୍ମଚାରୀ ମୃତ
ଅଗଷ୍ଟ ୨୩ରେ ପ୍ରଧାନମନ୍ତ୍ରୀ ମୋଦି ୟୁକ୍ରେନ ଗସ୍ତ କରିବାର ସମ୍ଭାବନା ରହିଛି।
ନୂଆଦିଲ୍ଲୀ:ଅଗଷ୍ଟ ୨୩ରେ ପ୍ରଧାନମନ୍ତ୍ରୀ ମୋଦି ୟୁକ୍ରେନ ଗସ୍ତ କରିବାର ସମ୍ଭାବନା ରହିଛି। ଏହି ଅବସରରେ ସେ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।ପ୍ରଧାନମନ୍ତ୍ରୀ…