ଚିଟିଙ୍ଗ ଘାଟିରେ ପିକାଅପ୍ ଭ୍ୟାନ ଦୁର୍ଘଟଣାର ମୂତକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତିନି ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ଘୋଷଣା । ଆର,ଉଦୟଗିରି(ମନୋଜ କୁମାର ପାଢୀ)- ଗଜପତି ଜିଲ୍ଲା ମୋହନା ବ୍ଳକ ଅନ୍ତର୍ଗତ ଚିଟିଙ୍ଗ ଘାଟିରେ ଗତ ତା ୧୧.୧୨.୨୦୨୪ ରିଖ ଦିନ ଏକ ପିକାଅପ୍ ଭ୍ୟାନ ଓଲଟିବାରୁ ସମୁଦାୟ ୯ ଜଣଙ୍କ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା । ଉକ୍ତ ମୃତ ବ୍ୟକ୍ତିଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଜଣଙ୍କୁ ସମୁଦାୟ ୨୭ ଲକ୍ଷ ଟଙ୍କା କ୍ଷତିପୂରଣ ବାବଦ କୁ ପ୍ରଦାନ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଘୋଷଣା କରାଯାଇଛି । ଏହି ରାଶି ପ୍ରଦାନ ପାଇଁ ଗଜପତି ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି ସରକାର । ଏହି ନେଇ ଆଜି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାସ ସୁଚନା ଦେଇଛନ୍ତି ।
Related Posts
ସାମ୍ବାଦିକତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ କରାଯାଇଥିଲା।
ରେମଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ରେମଣ୍ଡା ଉଚ୍ଚ ବିଦ୍ୟାଳୟ ର ପ୍ରତିଷ୍ଠାତା ସ୍ଵାଧୀନତା ସଂଗ୍ରାମୀ ସ୍ୱର୍ଗତ ମଂଗଳୁ ପ୍ରଧାନ କଂ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ ଆୟୋଜିତ ଉତ୍ସବରେ…
ବ୍ଲକ୍ ସ୍ତରୀୟ ପ୍ରବାସୀ ଭାରତୀୟ ଦିବସ
ବ୍ଲକ୍ ସ୍ତରୀୟ ପ୍ରବାସୀ ଭାରତୀୟ ଦିବସ============= ଆର, ଉଦୟଗିରି(ମନୋଜ କୁମାର ପାଢୀ) ଗଜପତି ଜିଲ୍ଲାର ଆର, ଉଦୟଗିରି ବ୍ଲକ୍ ଅନ୍ତର୍ଗତ କେ. ଏମ. ଭାଲିଆ ସାହି ସରକାରୀ…
ଜିଲ୍ଲାସ୍ତରୀୟ ଧାନ କ୍ରୟ ମଣ୍ଡିର ଶୁଭ ଉଦଘାଟନ ।
ଜିଲ୍ଲାସ୍ତରୀୟ ଧାନ କ୍ରୟ ମଣ୍ଡିର ଶୁଭ ଉଦଘାଟନ । ଗଜପତି(ମନୋଜ କୁମାର ପାଢୀ)-: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ନିୟନ୍ତ୍ରିତ ବଜାର କମିଟି ଠାରେ ଜିଲ୍ଲାସ୍ତରୀୟ…