କୋରାପୁଟ ଜିଲ୍ଲାରେ ୭୭ତମ ଗଣତନ୍ତ୍ର ଦିବସ ଅବସରରେ ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ (କୃଷି, କୃଷକ ସଶକ୍ତିକରଣ ଏବଂ ଶକ୍ତି, ଓଡ଼ିଶା) ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।

