ଭୁବନେଶ୍ବର: କୁଷ୍ଠରୋଗ ପାଇଁ ଆଧୁନିକ ତଥା ନିର୍ଭରଯୋଗ୍ୟ ଚିକିତ୍ସା ବ୍ୟବସ୍ଥା ଥିଲେ ହେଁ, ସଂକ୍ରମିତ ବ୍ୟକ୍ତି ଅନ୍ଧବିଶ୍ବାସର ବଶବର୍ତ୍ତୀ ହୋଇ ସାମାଜିକ ବାସନ୍ଦ ଭୟରେ ଚିକିତ୍ସା ଠାରୁ ଦୂରେଇ ରହୁଥିବା ଯୋଗୁଁ ଧୀରେଧୀରେ ସଂକ୍ରମଣ ବଢ଼ି ଆକ୍ରାନ୍ତ ବ୍ୟକ୍ତି ଦିବ୍ୟାଙ୍ଗ ପାଲଟି ଯାଇଥାନ୍ତି। ଏହି ରୋଗ ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାଗଣାରେ ଔଷଧ ବଣ୍ଟନ କରାଯାଉଛି। କୁଷ୍ଠ ରୋଗୀଙ୍କ ସଂସ୍ପର୍ଶରେ ଆସୁଥିବା ଲୋକଙ୍କୁ ମାଗଣା ଟୀକା ଦିଆଯିବାର ଯୋଜନା ମଧ୍ୟ ଆମ ସରକାର କରୁଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମ ‘ସ୍ପର୍ଶ କୁଷ୍ଠ ସଚେତନତା ଅଭିଯାନ’ରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ୍ ଏହା କହିଛନ୍ତି।
Related Posts
ଦେଶର ରାଜଧାନୀ ଦିଲ୍ଲୀରେ ଥିବା ସଂସଦ ନିକଟରେ ଜଣେ ବ୍ୟକ୍ତି ଆତ୍ମାହୁତି ଉଦ୍ୟମ କରିଛନ୍ତି।
ଉତ୍ତର ପ୍ରଦେଶର ବାଗପତରେ ରହୁଥିବା ଜିତେନ୍ଦ୍ର ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି। ଦେଶର ରାଜଧାନୀ ଦିଲ୍ଲୀରେ ଥିବା ସଂସଦ ନିକଟରେ ଜଣେ ବ୍ୟକ୍ତି…
ଶ୍ରବଣବାଧିତ ଯୁବବର୍ଗ ଆତିଥ୍ୟ କ୍ଷେତ୍ରରେ ବୃତ୍ତିକୁ ଆପଣାଇବା ପାଇଁ ଆଇଏଚ୍ଏମ୍ ଭୁବନେଶ୍ୱରର ପ୍ରୟାସ
ଶ୍ରବଣବାଧିତ ଯୁବବର୍ଗ ଆତିଥ୍ୟ କ୍ଷେତ୍ରରେ ବୃତ୍ତିକୁ ଆପଣାଇବା ପାଇଁ ଆଇଏଚ୍ଏମ୍ ଭୁବନେଶ୍ୱରର ପ୍ରୟାସ ଭୁବନେଶ୍ୱର: ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମଙ୍କ ସଶକ୍ତିକରଣ ବିଭାଗ ଦ୍ୱାରା ପ୍ରାୟୋଜିତ ୧୫୦…
ବଲିଉଡ୍ ଅଭିନେତା ତଥା ଶିବସେନା ନେତା ଗୋବିନ୍ଦା ମଙ୍ଗଳବାର ଦିନ ଗୁଳିମାଡ଼ର ଶିକାର ହୋଇ ମୁମ୍ବାଇର ଏକ ଡାକ୍ତରଖାନାର ଆଇସିୟୁ ଭର୍ତ୍ତି ହୋଇଥିଲେ ।
ମୁମ୍ବାଇ: ବଲିଉଡ୍ ଅଭିନେତା ତଥା ଶିବସେନା ନେତା ଗୋବିନ୍ଦା ମଙ୍ଗଳବାର ଦିନ ଗୁଳିମାଡ଼ର ଶିକାର ହୋଇ ମୁମ୍ବାଇର ଏକ ଡାକ୍ତରଖାନାର ଆଇସିୟୁ ଭର୍ତ୍ତି ହୋଇଥିଲେ । ଆଇସିୟୁରେ…