ଅସୁସ୍ଥ ହେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।

ଅସୁସ୍ଥ ହେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।

ଅସୁସ୍ଥ ହେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ହୃଦ୍‌ରୋଗ ଜନିତ ସମସ୍ୟା ପାଇଁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି। ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ତତ୍ତ୍ୱାବଧାନରେ ଚାଲିଛି ଚିକିତ୍ସା। ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା।