ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ ।

ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ ।

ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ ।ବରଗଡ,୧୯୲୩-(ଭବାନୀ ଶଙ୍କର ପାଢ଼ୀ) ଆଜି ନୂଆଦିଲ୍ଲୀ ଠାରେ ରାଷ୍ଟ୍ରିୟ ବଂଜାରା ବିକାଶ ମିଶନର ସଦସ୍ଯ ମାନେ କେନ୍ଦ୍ର ଆଦିବାସୀ ବ୍ୟାପାର କଲ୍ଯାଣ ମନ୍ତ୍ରୀ ଶ୍ରୀ ଜୁଏଲ ଓରାମଙ୍କୁ ତାଙ୍କ ସରକାରୀ ବାସଭବନ ୩,ସବ୍ ଦରଜରଙ୍ଗ ରୋଡ ଠାରେ ସାକ୍ଷାତ କରି ବଂଜାରା ଆଦିବାସୀ ସମାଜର କେତେକ ଗୁରୁତ୍ୱପୂର୍ଣ୍ଣ ସମସ୍ଯା ଉପରେ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ବିକାଶ ମିଶନ ର ସଭାପତି ଶ୍ରୀ କ୍ଷୀର ସାଗର ନାଏକ,ସଂପାଦକ ଶ୍ରୀ ରମେଶ ନାଏକ,ବଲାଙ୍ଗୀର ଜିଲ୍ଲା ସଭାପତି ଶ୍ରୀ ପ୍ରୀତି ନାଏକ,ଭାଗରଥି ନାଏକ,ନରସିଂହ ନାଏକ,ନନ୍ଦଲାଲ ନାଏକ,ଜୟରାମ ନାଏକ,ବରଗଡ ଲୋକସଭା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କ ନେତୃତ୍ବରେ ମାନ୍ଯବର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମଙ୍କୁ ସାକ୍ଷାତ କରି ବଂଜାରା ଓ ଲବାଙ୍ଘ ଭିତରେ ଥିବା ଜାତିଗତ ସମସ୍ଯା ଉପରେ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ମନ୍ତ୍ରୀ ଏ ସମସ୍ଯାର ତୁରନ୍ତ ସମାଧାନ କରାଯିବ ବୋଲି ପ୍ରତିଶୃତି ଦେଇଥିଲେ ।