ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍‌ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ବର CRP ଛକ ସ୍ଥିତ ମହାବୀର ମାର୍କେଟ୍ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ । ନିଆଁ ଲିଭାଇବାକୁ ୪ଟି ଦମକଳ ଗାଡ଼ି ନିୟୋଜିତ ହୋଇଛି । ନିଆଁ ଲାଗିବା ଯୋଗୁଁ ଚାରିଆଡ଼େ ଧୂଆଁମୟ ହୋଇଯାଇଛି । ତେବେ ସର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି