ମାର୍ଚ୍ଚ ୧୭ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଭୁବନେଶ୍ୱର: ମାର୍ଚ୍ଚ ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବଭୁବନେଶ୍ୱର: ଆଗାମୀ ମାର୍ଚ୍ଚ ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମାର୍ଚ୍ଚ ୧୭ ତାରିଖ ଦିନ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Related Posts

ବାତ୍ୟା ‘ଦାନା’ ଯୋଗୁ ବାଲେଶ୍ୱର ଜିଲ୍ଲାରେ ଉପୁଜିଛି ବନ୍ୟା ସ୍ଥିତି।
ବାତ୍ୟା ‘ଦାନା’ ଯୋଗୁ ବାଲେଶ୍ୱର ଜିଲ୍ଲାରେ ଉପୁଜିଛି ବନ୍ୟା ସ୍ଥିତି। ଭୁବନେଶ୍ଵର :ଲଗାଣ ବର୍ଷା ହେତୁ ପାଣି ଉଛୁଳି ପରିସ୍ଥିତି ଧୀରେ ଧୀରେ ଅଣାୟତ୍ତ ହେବାକୁ ଲାଗିଛି।…

ଘୁ.ଉଦୟଗିରିକୁ ଉପଖଣ୍ଡର ମାନ୍ୟତା ପ୍ରଦାନ,
ଘୁ.ଉଦୟଗିରିକୁ ଉପଖଣ୍ଡର ମାନ୍ୟତା ପ୍ରଦାନ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଉପଖଣ୍ଡ ସ୍ୱାସ୍ଥ୍ୟ କେନ୍ଦ୍ର ଘୋଷଣା ଦାବୀରେ ଆନ୍ଦୋଳନ କରିବ କଂଗ୍ରେସ…. ଘୁ.ଉଦୟଗିରି: ( ରିପୋର୍ଟ କୁନା ଦିଗାଲ)…

ଅଠର ନଳା ବ୍ରିଜରେ ବାଇକ୍ ଧକ୍କା ରେ ସ୍ଵାମୀ ସ୍ତ୍ରୀ ଆହାତ l
ଅଠର ନଳା ବ୍ରିଜରେ ବାଇକ୍ ଧକ୍କା ରେ ସ୍ଵାମୀ ସ୍ତ୍ରୀ ଆହାତ l ଆର, ଉଦୟଗିରି :6/12(ମନୋଜ କୁମାର ପାଢୀ )ଗଜପତି ଜିଲ୍ଲା ମୋହନା ଥାନା ଅଠର…