ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ସିଙ୍ଗିପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସିଙ୍ଗିପୁର ଗ୍ରାମରେ ଶ୍ରୀ ଶ୍ରୀ ମାଁ ତାରିଣୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଅତ୍ୟନ୍ତ ଭକ୍ତିଭାବରେ ଅନୁଷ୍ଠିତ ହୋଇଯାଇଛି।ଏହି ପବିତ୍ର କାର୍ଯ୍ୟକ୍ରମରେ କବିସୂର୍ଯ୍ୟନଗରର ପୂର୍ବତନ ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ ସାନଖେମୁଣ୍ଡି ବିଜେଡି ସଭାପତି ଗଣେଶ ପାଣିଗ୍ରାହୀ ଯୋଗଦେଇ ସାନଖେମୁଣ୍ଡି ଅଞ୍ଚଳର ସମସ୍ତ ଜନସାଧାରଣଙ୍କ ମଙ୍ଗଳ କାମନା କରିଥିଲେ।ଉକ୍ତ କାର୍ଯ୍ୟକ୍ରମରେ ସ୍ଥାନୀୟ ନେତାମାନେ ଓ ଭକ୍ତଗଣଙ୍କ ଭିଡ଼ ଦେଖିବାକୁ ମିଳିଥିଲା।ରିପୋର୍ଟ: , ଗଣେଶ ପାଣିଗ୍ରାହୀ ରିପୋର୍ଟ
ସିଙ୍ଗିପୁର ଗ୍ରାମରେ ଶ୍ରୀ ଶ୍ରୀ ମାଁ ତାରିଣୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ
