ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ବରଗଡ଼ ତରଫ ରୁ ନିଷ୍ଠା ପରିବାର ସମ୍ବର୍ଦ୍ଧିତ

ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ବରଗଡ଼ ତରଫ ରୁ ନିଷ୍ଠା ପରିବାର ସମ୍ବର୍ଦ୍ଧିତ

ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ବରଗଡ଼ ତରଫ ରୁ ନିଷ୍ଠା ପରିବାର ସମ୍ବର୍ଦ୍ଧିତ……..
ବରଗଡ-(ଭବାନୀ ଶଙ୍କର ପାଢ଼ୀ) ତାରିଖ : ୧୪-୦୬-୨୦୨୬ (ରବିବାର)
ବିଶ୍ୱ ରକ୍ତ ଦାତା ଦିଵସ ଅବସର ରେ ବରଗଡ଼ ବ୍ଲକ ଅନ୍ତର୍ଗତ ଖଣ୍ଡହଥା ଗ୍ରାମ ପଞ୍ଚାୟତର ଆନ୍ଧ୍ର କ୍ୟାମ୍ପଠାରେ ଗଢ଼ିଉଠିଥିବା ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାର କୁ ରକ୍ତ ଦାନ କ୍ଷେତ୍ର ରେ ଉଲ୍ଲେଖନୀୟ ଅବଦାନ ପାଇଁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ବରଗଡ଼ ତରଫ ରୁ ସମ୍ବର୍ଦ୍ଧିତ କରାଯାଇଥିଲା।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଉପସ୍ଥିତ ଥିଲେ। ଆମ ନିଷ୍ଠା ପରିବାର ର ସଂଯୋଜକ ଲବ ସାହୁ, ପୁରନ୍ଦର ଭୋସାଗର, ଅମିତ ଭୋଇ, ଶୁଭ୍ରାଂଶୁ ସରାଫ ଓ ସଚିନ ଭାଇ ଯୋଗ ଦେଇ ସମ୍ମାନ ଗ୍ରହଣ କରିଥିଲେ।