ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତିନି ଦିନିଆ ଶ୍ରୀଲଙ୍କା ଗସ୍ତରେ

ନୂଆଦିଲ୍ଳୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତିନି ଦିନିଆ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ ଉଭୟ ଦେଶ ପ୍ରତିରକ୍ଷା, ଶକ୍ତି, ଡିଜିଟାଲ୍ ଭିତ୍ତିଭୂମି, ସ୍ୱାସ୍ଥ୍ୟ ଏବଂ ବାଣିଜ୍ୟ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ୱାକ୍ଷର କରିବାର ଆଶା କରାଯାଉଛି।

Leave a Reply

Your email address will not be published. Required fields are marked *