ମହାରାଷ୍ଟ୍ରରୁ ଜମ୍ମୁ ଅଭିମୁଖେ ଯାଉଥିବା ଏକ ଟ୍ରକ୍ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ୍ସପ୍ରେସ୍ ୱେ’ର ନଦିଆ ନିକଟରେ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିଲା। ଠିକ୍ ସେହି ସମୟରେ ଏକ ଦୃତଗାମୀ କାର୍ ଟ୍ରକ୍କୁ ପଛ ପାର୍ଶ୍ୱରୁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ୮ ଜଣଙ୍କ ମୃତ୍ୟୁ ଘଟିଥିଲା। ଦୁଇ ଜଣଙ୍କୁ ଉଦ୍ଧାର କରାଯାଇ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଆଉ ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ। ମୃତକଙ୍କ ଭିତରେ ୨ ଜଣ ପିଲା ଥିବା ଖେଦା ଏସ୍ପି ରାଜେଶ ଗଦିୟା କହିଛନ୍ତି।
Related Posts
ଅବିଭକ୍ତ କୋରାପୁଟ ଜିଲ୍ଲାର ସର୍ବାଧିକ ମହିଳା ରକ୍ତଦାତା ସ୍ନିଗ୍ଧାରାଣୀ ମିଶ୍ର ଜାତୀୟ ସ୍ଥରରେ ପୁରସ୍କୃତ ହୋଇଛନ୍ତି!
ଅବିଭକ୍ତ କୋରାପୁଟ ଜିଲ୍ଲାର ସର୍ବାଧିକ ମହିଳା ରକ୍ତଦାତା ସ୍ନିଗ୍ଧାରାଣୀ ମିଶ୍ର ଜାତୀୟ ସ୍ଥରରେ ମାଳତୀ ଛିବର ଜାତୀୟ ସ୍ତରର ପୁରସ୍କୃତ କୋରାପୁଟ ୧:୧୦:୨୦୨୪ରକ୍ତଦାନ କ୍ଷେତ୍ରରେ ସଦାଚର୍ଚ୍ଚିତ ନାମ…
ପୁଲିସ ଡିଜି ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଲା
ପୁଲିସ ଡିଜି ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଲା! ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢ଼ାଇଲେ ରାଜ୍ୟ ସରକାର. ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢ଼ାଗଲା!.ସର୍ବନିମ୍ନ ୨ ବର୍ଷ…
ଆଜି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦି
ଆଜି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦି ନୂଆଦିଲ୍ଲୀ: ( ଅଭିଷେକ ମହାନ୍ତି)ଆଜି ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି। ସନ୍ଧ୍ୟା ୭:୧୫ ରେ…