ଜାତୀୟ ପଞ୍ଚାୟତିରାଜ ଦିବସ -୨୦୨୫

‘ ଜାତୀୟ ପଞ୍ଚାୟତିରାଜ ଦିବସ -୨୦୨୫’ କାର୍ଯ୍ୟକ୍ରମରେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଯୋଗଦେଇ ବିଭିନ୍ନ ଲୋକାଭିମୁଖୀ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି କ୍ରମରେ କୋରାପୁଟ ଜିଲ୍ଲାରେ କୋରାପୁଟର ମାନ୍ୟବର ବିଧାୟକ, ଜିଲ୍ଲାପାଳ, ଜିଲ୍ଳା ମୁଖ୍ୟ ଉନ୍ନୟନ ଅଧିକାରୀ, ଅତିରିକ୍ତ ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ଅତିଥିବୃନ୍ଦଙ୍କ ଉପସ୍ଥିତିରେ ‘ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୫ ‘ ପାଳନ ଅବସରରେ ଶ୍ରେଷ୍ଠ ୩ଟି ପଞ୍ଚାୟତ ସମିତିକୁ ସମ୍ବର୍ଦ୍ଧିତ ଏବଂ ନୂତନ ହିତାଧିକାରୀଙ୍କୁ ରାସନକାର୍ଡ ପ୍ରଦାନ କରାଯାଇଛି।

Leave a Reply

Your email address will not be published. Required fields are marked *